Biblia Todo Logo
Bib sou entènèt

- Piblisite -




ମାଥିଉ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।

Gade chapit la Kopi

ଓଡିଆ ବାଇବେଲ

11 ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 “ଗୋଟିଏ ସହର ବା ଗ୍ରାମରେ ପହଞ୍ଚିବା ପରେ ସେଠାରେ କିଏ ତୁମର କରିବ, ସେ କଥା ବୁଝି ତୁମେ ଅନ୍ୟତ୍ର ଯିବା ପଯ୍ୟନ୍ତ ତାଙ୍କ ଘରେ ରହିଯାଅ।

Gade chapit la Kopi

ପବିତ୍ର ବାଇବଲ

11 “କୌଣସି ନଗର ବା ଗାଁରେ ପ୍ରବେଶ କଲାବେଳେ ସେଠାରେ ଯୋଗ୍ୟ ଲୋକଟିକୁ ବାଛି ବାହାର କର। ସେହି ନଗର ବା ଗାଁ ନ ଛାଡ଼ିବା ପର୍ଯ୍ୟନ୍ତ ସେହି ସ୍ଥାନରେ ରୁହ।

Gade chapit la Kopi




ମାଥିଉ 10:11
14 Referans Kwoze  

ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;


ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ।


ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ।


ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।


ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।


କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।


ଆଉ ଗୃହରେ ପ୍ରବେଶ କରିବା ସମୟରେ ତାହାକୁ ଆଶୀର୍ବାଦ କର;


Swiv nou:

Piblisite


Piblisite