Biblia Todo Logo
Bib sou entènèt

- Piblisite -




ମାଥିଉ 10:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ତା ପାଣି ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

42 ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ଡା ପାଣି ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ଯେ କେହି ମୋର ଜଣେ ସବୁଠାରୁ ପ୍ରିୟ ଶିଷ୍ୟକୁ ଗିପାଏ ଥଣ୍ଡା ପାଣି ଦିଏ, ସେ ନିଶ୍ଚୟ ପୁରସ୍କୃତ ହେବ।”

Gade chapit la Kopi

ପବିତ୍ର ବାଇବଲ

42 “ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା'ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା'ର ପୁରସ୍କାର ପାଇବ।”

Gade chapit la Kopi




ମାଥିଉ 10:42
21 Referans Kwoze  

କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।


କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।


ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।


ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।


“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା।


ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।


ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।


ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।”


Swiv nou:

Piblisite


Piblisite