Biblia Todo Logo
Bib sou entènèt

- Piblisite -




ମାଥିଉ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ଛଡ଼ାଅ। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।

Gade chapit la Kopi

ଓଡିଆ ବାଇବେଲ

8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ବ୍ୟାଧିଗ୍ରସ୍ତ ଲୋକଙ୍କୁ ସୁସ୍ଥ କର, ମୃତବ୍ୟକ୍ତିମାନଙ୍କୁ ପୁନର୍ଜୀବିତ କର, କୁଷ୍ଟୀମାନଙ୍କୁ ରୋଗ ମୁକ୍ତ କର, ଗୂତ ଛଡ଼ାଅ। ଯାହା ବିନା ମୂଲ୍ୟରେ ପାଇଛ, ତାହା ଅନ୍ୟମାନଙ୍କୁ ବିନା ମୂଲ୍ୟରେ ଦାନ କର।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁନର୍ଜୀବିତ କର, କୁଷ୍ଠରୋଗ ସୁସ୍ଥ କର, ଭୂତମାନଙ୍କୁ ତଡ଼ିଦିଅ। ତୁମ୍ଭେ ବିନାମୂଲ୍ୟରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନାମୂଲ୍ୟରେ ଦାନ କର।

Gade chapit la Kopi




ମାଥିଉ 10:8
15 Referans Kwoze  

କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।


ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”


ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।


ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ।


ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”


ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”


“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।


ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର।


ତୁମ୍ଭମାନଙ୍କ ଗାଞ୍ଜିଆରେ ସୁନା କି ରୂପା କି ତମ୍ବା, ଆଉ ଯାତ୍ରା ନିମନ୍ତେ ଝୋଲି


Swiv nou:

Piblisite


Piblisite