ମାଥିଉ 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ଉତ୍ତାରେ ଲୋକ- ମାନଙ୍କର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ପ୍ରସ୍ଥାନ କଲେ। Gade chapit laଓଡିଆ ବାଇବେଲ1 ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ଯୀଶୁ ତାଙ୍କର ବାରଜଣ ଶିଷ୍ୟଙ୍କୁ ଏହି ସବୁ ନିର୍ଦ୍ଦେଶ ଦେଇ ସାରବା ପରେ ନିକଟବର୍ତ୍ତୀ ସହରମାନଙ୍କୁ ଯାଇ ଶିକ୍ଷା ଦେବାକୁ ଓ ପ୍ରଚାର କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ1 ଯୀଶୁ ତାହାଙ୍କର ବାରଜଣ ଯାକ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ସାରିବା ପରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେ ଗାଲିଲୀ ପ୍ରଦେଶର ସହରମାନଙ୍କରେ ତାହାଙ୍କର ଉପଦେଶ ଓ ବାର୍ତ୍ତା ପ୍ରଗ୍ଭର କରିବା ନିମନ୍ତେ ଗଲେ। Gade chapit la |