ମାଥିଉ 11:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ। Gade chapit laପବିତ୍ର ବାଇବଲ (Re-edited) - (BSI)11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁମହାନ୍ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ଵର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ୍। Gade chapit laଓଡିଆ ବାଇବେଲ11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାଁନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ । Gade chapit laପବିତ୍ର ବାଇବଲ (CL) NT (BSI)11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଆଜି ପଯ୍ୟନ୍ତ ଏ ଜଗତରେ ଯେତେ ଜଣ ଜନ୍ମିଛନ୍ତି, ସେ ସମସ୍ତଙ୍କଠାରୁ ଯୋହନ ଶ୍ରେଷ୍ଠ। କିକ୍ତୁ ସ୍ୱର୍ଗରାଜ୍ୟରେ ଯେ ସମସ୍ତଙ୍କଠାରୁ ଯୋହନଙ୍କଠାରୁ ମହାନ। Gade chapit laପବିତ୍ର ବାଇବଲ11 “ମୁଁ ତୁମ୍ଭକୁ ସତ୍ୟ କହୁଛି, ବାପ୍ତିସ୍ମ ଦେଉଥିବା ଯୋହନଙ୍କଠାରୁ ମହାନ୍ ବ୍ୟକ୍ତି ଆଉ କେହିହେଲେ ଜନ୍ମ ହୋଇ ନାହାନ୍ତି। କିନ୍ତୁ ସ୍ୱର୍ଗରାଜ୍ୟରେ ଯେ ସବୁଠାରୁ ଛୋଟ, ସେ ଯୋହନଙ୍କଠାରୁ ମଧ୍ୟ ଶ୍ରେଷ୍ଠ। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।