Biblia Todo Logo
Bib sou entènèt

- Piblisite -




ମାଥିଉ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିମଧ୍ୟରେ ବାପ୍ତିଜକ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ଵାରା ତାହାଙ୍କୁ ପଚାରି ପଠାଇଲେ,

Gade chapit la Kopi

ଓଡିଆ ବାଇବେଲ

2 ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେକେବେଳେ ଜଳଦୀଷାତା ଯୋହନ ବନ୍ଦୀଶାଳାରେ ଥିଲେ। ଯୀଶୁ ଯେଉଁସବୁ କାଯ୍ୟ କରୁଥିଲେ, ତାହାର ସମ୍ବାଦ ପାଇ ସେ ନିଜର ଦୁଇ ଶିଷ୍ୟଙ୍କୁ ଯୀଶୁଙ୍କ ନିକଟକୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

2 ବାପ୍ତିଜକ ଯୋହନ କାରାଗାରରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ଯ୍ୟକଳାପ ବିଷୟରେ ଶୁଣିଲେ। ସେ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ।

Gade chapit la Kopi




ମାଥିଉ 11:2
11 Referans Kwoze  

ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।


ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।


ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;


ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?


ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି


କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ,


ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।


ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;


Swiv nou:

Piblisite


Piblisite