Biblia Todo Logo
Bib sou entènèt

- Piblisite -




ମାଥିଉ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହିସବୁ ଯୋହନଙ୍କୁ ଜଣାଅ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣୁଅଛ ଓ ଦେଖୁଅଛ, ସେହିସବୁ ଯୋହନଙ୍କୁ ଜଣାଅ;

Gade chapit la Kopi

ଓଡିଆ ବାଇବେଲ

4 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହି ସବୁ ଯୋହନଙ୍କୁ ଜଣାଅ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯୀଶୁ ଉତ୍ତର ଦେଇ କହିଲେ, “ତୁମ୍ଭେମାନେ ଫେରିଯାଇ ଯାହା ସବୁ ଶୁଣଛ ଓ ଦେଖୁଛ, ଯୋହନଙ୍କୁ ଜଣାଇ ଦିଅ।

Gade chapit la Kopi

ପବିତ୍ର ବାଇବଲ

4 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ।

Gade chapit la Kopi




ମାଥିଉ 11:4
7 Referans Kwoze  

ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।


ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।


ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।


ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।


Swiv nou:

Piblisite


Piblisite