Biblia Todo Logo
Bib sou entènèt

- Piblisite -




ମାଥିଉ 12:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?

Gade chapit la Kopi

ଓଡିଆ ବାଇବେଲ

11 କିନ୍ତୁ ସେ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରିଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯୀଶୁ ଉତ୍ତର ଦେି କହିଲେ, “ବିଶ୍ରାମବାରରେ ଯଦି ତୁମର ମେଣ୍ଢାଟିଏ ଗହୀରିଆ ଖାଇରେ ପଡ଼ିଯାଏ, ତୁମେ ତାକୁ ଉଠାଇ ଆଣିବ ନାହିଁ କି?

Gade chapit la Kopi

ପବିତ୍ର ବାଇବଲ

11 ଯୀଶୁ କହିଲେ, “ମନେକର ତୁମ୍ଭର କାହାରି ଗୋଟିଏ ମେଷ ଅଛି ଓ ସେହି ମେଷ ବିଶ୍ରାମ ଦିବସରେ ଖାଲ ଭିତରେ ଖସି ପଡ଼ିଲା। ତୁମ୍ଭେ କ’ଣ ତାକୁ ଖାଲରୁ ବାହାର କରି ଆଣିବ ନାହିଁ?

Gade chapit la Kopi




ମାଥିଉ 12:11
5 Referans Kwoze  

ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।


ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?”


ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ।


Swiv nou:

Piblisite


Piblisite