Biblia Todo Logo
Bib sou entènèt

- Piblisite -




ମାଥିଉ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ ରୂପେ ଆଜ୍ଞା ଦେଲେ,

Gade chapit la Kopi

ଓଡିଆ ବାଇବେଲ

16 ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଯୀଶୁ ରୋଗୀମାନଙ୍କୁ ସୁସ୍ଥଇ କରୁଥିଲେ, କିନ୍ତୁି ତାଙ୍କ ବିଷୟ;ର ଅନ୍ୟମାନଙ୍କୁ କିଛି ନ କହିବା ପାଇଁ ସେମାପଙ୍କୁ ଆଦେଶ ଦେଉଥଲେ।

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, ଏ କଥା କାହାରି ଆଗରେ ପ୍ରକାଶ କରିବ ନାହିଁ।

Gade chapit la Kopi




ମାଥିଉ 12:16
7 Referans Kwoze  

ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ।”


ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।”


ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”


ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।


ଯେପରି, ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,


ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,


Swiv nou:

Piblisite


Piblisite