Biblia Todo Logo
Bib sou entènèt

- Piblisite -




ମାଥିଉ 12:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

2 କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଫାରୁଶୀମାନେ ଏହା ଦେଖି ଲୋକମାନଙ୍କୁ କହିଲେ, “ଦେଖ, ବିଶ୍ରାମ ବାରରେ ତୁମ ଶିଷ୍ୟମାନେ କିପରି ଶାସ୍ତ୍ରବିରୁଦ୍ଧ କାର୍ଯ୍ୟ କରୁଛନ୍ତି?”

Gade chapit la Kopi

ପବିତ୍ର ବାଇବଲ

2 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କୁ କହିଲେ, “ଦେଖ, ତୁମ୍ଭର ଶିଷ୍ୟମାନେ ବିଶ୍ରାମ ଦିବସରେ ଏଭଳି ଯାହା କରୁଛନ୍ତି, ତାହା ମୋଶାଙ୍କ ବ୍ୟବସ୍ଥାର ବିରୋଧୀ।”

Gade chapit la Kopi




ମାଥିଉ 12:2
19 Referans Kwoze  

ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?


ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।”


ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ।


ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:


ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମବାର ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।


ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।


ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?


ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ,


କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ?


Swiv nou:

Piblisite


Piblisite