ମାଥିଉ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ। Gade chapit laଓଡିଆ ବାଇବେଲ4 ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ ? Gade chapit laପବିତ୍ର ବାଇବଲ (CL) NT (BSI)4 ସେମାନେ ସେଦିନ ମନ୍ଦିର ଭିତରକୁ ଯାଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ରୋଟୀ ଖାଇଲେ। ଶାସ୍ତ୍ର ଅନୁଯାୟୀ ପୁରୋହିତଙ୍କ ଛଡ଼ା ସେହି ରୋଟୀ ଖାଇବା ପାଇଁ ଅନ୍ୟ କାହାର ଅଧିକାର ନ ଥିଲା। Gade chapit laପବିତ୍ର ବାଇବଲ4 ସେ ପରମେଶ୍ୱରଙ୍କ ଘରେ ପ୍ରବେଶ କରିଥିଲେ ଓ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ପବିତ୍ର ରୋଟୀ ସେ ଓ ତାହାଙ୍କ ସହିତ ଥିବା ଲୋକମାନେ ଖାଇଦେଇଥିଲେ। ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାଉଦ ଓ ତାହାଙ୍କ ସାଥୀମାନଙ୍କର ଏହା ଖାଇବା ଅଧିକାର ନ ଥିଲା। କାରଣ କେବଳ ଯାଜକମାନଙ୍କୁ ତାହା ଖାଇବା ପାଇଁ ଅନୁମତି ଦିଆଯାଇଥାଏ। Gade chapit la |