Biblia Todo Logo
Bib sou entènèt

- Piblisite -




ମାଥିଉ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ୍ ବିଷୟ ଏଠାରେ ଅଛି।

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ମୁଁ ତୁମ୍ଭମାନଙ୍କୁ କହୁଛି, ମନ୍ଦିରଠାରୁ ମହତ୍ତର ବିଷୟ ଆଜି ଏଠାରେ ଅଛି।

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ମୁଁ ତୁମ୍ଭକୁ କହୁଛି, ଏଠାରେ ଏଭଳି କିଛି ବିଷୟ ଅଛି, ଯାହା ମନ୍ଦିରଠାରୁ ମହାନ୍।

Gade chapit la Kopi




ମାଥିଉ 12:6
12 Referans Kwoze  

ମାତ୍ର ପରମେଶ୍ୱର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ?


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,


ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ-ସ୍ଥାନ ହେବ?


କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।


କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?


Swiv nou:

Piblisite


Piblisite