Biblia Todo Logo
Bib sou entènèt

- Piblisite -




ମାଥିଉ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

8 କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ବୁଝିରଖ, ମନୁଷ୍ୟ ପୁତ୍ର ସ୍ୱୟଂ ବିଶ୍ରାମବାରର କର୍ତ୍ତା।”

Gade chapit la Kopi

ପବିତ୍ର ବାଇବଲ

8 “ମନୁଷ୍ୟପୁତ୍ର ବିଶ୍ରାମ ଦିବସର ପ୍ରଭୁ ଅଟନ୍ତି।”

Gade chapit la Kopi




ମାଥିଉ 12:8
11 Referans Kwoze  

ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”


ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି।”


କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।”


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ।


ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଈଶ୍ବରଙ୍କ ବ୍ୟବସ୍ଥାବିହୀନ ନ ହୋଇ ଏବଂ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି।


ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।”


କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।


Swiv nou:

Piblisite


Piblisite