Biblia Todo Logo
Bib sou entènèt

- Piblisite -




ମାଥିଉ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥିଉତ୍ତାରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

10 ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ପରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, “ଲୋକମାନଭ୍କୁ ଶିକ୍ଷା ଦେବାବେଳେ ଆପଣ କାହିଁକି ଗଳ୍ପ ଛଳରେ କହୁଛନ୍ତି?”

Gade chapit la Kopi

ପବିତ୍ର ବାଇବଲ

10 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଗ୍ଭରିଲେ, “ତୁମ୍ଭେ ସେମାନଙ୍କୁ ଦୃଷ୍ଟାନ୍ତ ମାଧ୍ୟମରେ କାହିଁକି ଶିକ୍ଷା ଦେଉଛ?”

Gade chapit la Kopi




ମାଥିଉ 13:10
6 Referans Kwoze  

ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ।


ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା।


ଯିଏ ଶୁଣିବାକୁ ଇଚ୍ଛା କରୁଅଛି, ସେ ଶୁଣୁ।”


ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।


ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଅଣ ବୋଲି ପଚାରିବାକୁ ଲାଗିଲେ।


Swiv nou:

Piblisite


Piblisite