ମାଥିଉ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ। Gade chapit laପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କ ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ। Gade chapit laଓଡିଆ ବାଇବେଲ16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ । Gade chapit laପବିତ୍ର ବାଇବଲ (CL) NT (BSI)16 “ ତୁମ୍ଭେମାନେ କେଢ଼େ ଭାଗ୍ୟବାନ୍। ତୁମ୍ଭେମାନେ ଦେଖି ପାରୁଛ ଓ ଶୁଣି ପାରୁଛ। Gade chapit laପବିତ୍ର ବାଇବଲ16 କିନ୍ତୁ ତୁମ୍ଭେ ଧନ୍ୟ, କାରଣ ତୁମ୍ଭେ ଯାହା ଆଖିରେ ଦେଖୁଛ, ତାହା ବୁଝୁଛ। ତୁମ୍ଭେ ଯାହା କାନରେ ଶୁଣୁଛ, ତାହା ବୁଝୁଛ। Gade chapit la |