Biblia Todo Logo
Bib sou entènèt

- Piblisite -




ମାଥିଉ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେଥିରେ ତାହାଙ୍କ ନିକଟରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି ଲୋକସମୂହ କୂଳରେ ଠିଆ ହୋଇ ରହିଲେ।

Gade chapit la Kopi

ଓଡିଆ ବାଇବେଲ

2 ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତାଙ୍କ ଚାରିପଟେ ଏତେ ଲୋକ ଭିଡ଼ ହେଲା ଯେ ସେ ଗୋଟିଏ ନୌକାରେ ଯାଇ ବସିଲେ। ଲୋକମାନେ ହ୍ରଦ କୂଳରେ ଠିଆ ହୋଇ ତାଙ୍କ କଥା ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ

2 ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସେଠାରେ ଯାଇ ବସିଲେ। ସବୁ ଲୋକ କୂଳରେ ରହିଲେ।

Gade chapit la Kopi




ମାଥିଉ 13:2
6 Referans Kwoze  

ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।


ଯୀଶୁ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ।


ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।


ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍‌‌ଗମନ କଲେ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


Swiv nou:

Piblisite


Piblisite