Biblia Todo Logo
Bib sou entènèt

- Piblisite -




ମାଥିଉ 13:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 “ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ” ସେମାନେ ତାହାଙ୍କୁ କହିଲେ ହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ? ସେମାନେ ତାହାଙ୍କୁ କହିଲେ, ହଁ।

Gade chapit la Kopi

ଓଡିଆ ବାଇବେଲ

51 ତୁମ୍ଭେମାନେ କ'ଣ ଏହି ସବୁ କଥା ବୁଝିଲ ସେମାନେ ତାହାଙ୍କୁ କହିଲେ ହଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

51 ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ଏସବୁ ବିଷୟ ବୁଝି ପାରୁଛି?” ସେମାନେ ଉତ୍ତର ଦେଲେ, “ହଁ ପ୍ରଭୁ।”

Gade chapit la Kopi

ପବିତ୍ର ବାଇବଲ

51 ଯୀଶୁ ନିଜ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?” ଶିଷ୍ୟମାନେ କହିଲେ, “ହଁ, ଆମ୍ଭେମାନେ ବୁଝିପାରୁଛୁ।”

Gade chapit la Kopi




ମାଥିଉ 13:51
13 Referans Kwoze  

ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।


ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।


ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,


ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),


ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।”


“ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ଶୌଚ ଦ୍ୱାରା ନିକ୍ଷିପ୍ତ ହୁଏ, ଏହା କଅଣ ବୁଝୁ ନାହଁ?


ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।”


ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।”


Swiv nou:

Piblisite


Piblisite