Biblia Todo Logo
Bib sou entènèt

- Piblisite -




ମାଥିଉ 13:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ଵପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

57 ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

57 ଏହା କହି ସେମାନେ ଯୀଶଉଙ୍କୁ ଉପେକ୍ଷା କଲେ। ଯୀଶୁ ସେମାନଙ୍କୁ କହିଲେ, “ଜଣେ ଭାବବାଦୀ ନିଜ ପରିବାର ଓ ଗ୍ରାମ ଛଡ଼ା ଅନ୍ୟ ସବୁଠାରେ ଆଦୃତ ହୁଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

57 ସେହି ଲୋକମାନେ ଯୀଶୁଙ୍କୁ ସ୍ୱୀକାର କଲେ ନାହିଁ। ଯୀଶୁ ସେ ଲୋକମାନଙ୍କୁ କହିଲେ, “ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କୁ ଲୋକେ ସମ୍ମାନ ଦିଅନ୍ତି, କିନ୍ତୁ ନିଜ ସହରରେ ଓ ତାହାଙ୍କ ନିଜ ପରିବାରରେ ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ସମ୍ମାନ ପାଏ ନାହିଁ।”

Gade chapit la Kopi




ମାଥିଉ 13:57
19 Referans Kwoze  

କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ।


ଆଉ, ଯେ କେହି ମୋʼ ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।”


ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।


କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, “ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?


ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।


ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି?


ଆଉ, ଯେଉଁ ବ୍ୟକ୍ତି ମୋʼ ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ।


ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”


ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।


ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।


ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।


ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ।


ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”


Swiv nou:

Piblisite


Piblisite