Biblia Todo Logo
Bib sou entènèt

- Piblisite -




ମାଥିଉ 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାଙ୍କଠାରେ କାର୍ଯ୍ୟ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେ ତାଙ୍କ କର୍ମଚାରୀମାନଙ୍କୁ କହିଲେ, “ଏ ନିଶ୍ଚୟ ଜଳଦୀକ୍ଷାଦାତା ଯୋହନ-ପୁନର୍ଜନ୍ମ ପାଇ ଫେରି ଆସିଛନ୍ତି। ସେଥିପାଇଁ ତାଙ୍କର ଅଲୌକିକ କାର୍ଯ୍ୟ କରିବାର ଶକ୍ତି ଅଛି।”

Gade chapit la Kopi

ପବିତ୍ର ବାଇବଲ

2 ସେ ତାହାଙ୍କ ଗ୍ଭକରମାନଙ୍କୁ କହିଲେ, “ଏହି ବ୍ୟକ୍ତି ପ୍ରକୃତରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖରେ କାମ କରୁଛି ଓ ସେ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବାକୁ ସକ୍ଷମ ହେଉଛି।”

Gade chapit la Kopi




ମାଥିଉ 14:2
7 Referans Kwoze  

ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।


ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହିସବୁ ସତ୍ୟ;


ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।


ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,


ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।


ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;


Swiv nou:

Piblisite


Piblisite