ମାଥିଉ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେଣୁ ହେରୋଦ ଆପଣା ଭ୍ରାତା ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ। Gade chapit laଓଡିଆ ବାଇବେଲ3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)3 ଏଥି ପୂର୍ବରୁ ହେରୋଦ ଯୋହନଙ୍କୁ ଗିରଫ କରିବାକୁ ଆଦେଶ ଦେଇଥିଲେ ଓ ତାଙ୍କୁ ଶିକୁଳିରେ ବାନ୍ଧି ବନ୍ଦୀଶାଳାରେ ନିକ୍ଷେପ କରିଥିଲେ। ତାଙ୍କ ଭାଇ ଫିଲିପ୍ଙ୍କ ସ୍ତ୍ରୀ ହେରୋଦିଆଙ୍କ ଯୋଗୁଁ ସେ ଏହା କରିଥଲେ। Gade chapit laପବିତ୍ର ବାଇବଲ3 ଏହି ସମୟ ପୂର୍ବରୁ ହେରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳିରେ ବାନ୍ଧି କାରାଗାରରେ ନିକ୍ଷେପ କରିଥିଲେ। ସେ ହେରୋଦିଆଙ୍କ ଅନୁରୋଧକ୍ରମେ ଏ କଥା କରିଥିଲେ। ହେରୋଦିଆ ହେରୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ। Gade chapit la |