Biblia Todo Logo
Bib sou entènèt

- Piblisite -




ମାଥିଉ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ଯିରୂଶାଲମ ସହରରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି ସମୟରେ ଯିରୂଶାଲମରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ସେହି ସମୟରେ ଯିରୂଶାଲମରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଦିନେ କେତେ ଜଣ ଫାରୁଶୀ ଓ ଧର୍ମଗୁରୁ ଯିରୁଶାଲମରୁ ଆସି ଯୀଶୁଙ୍କୁ ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ

1 କେତେକ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ,

Gade chapit la Kopi




ମାଥିଉ 15:1
11 Referans Kwoze  

ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି।


ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ?


ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ବର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?


ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।


ଆଉ, ଯିରୂଶାଲମ ସହରରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍‌ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ।


“ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,


ସେ ଆସନ୍ତେ ଯିରୂଶାଲମ ସହରରୁ ଆଗତ ଯିହୁଦୀମାନେ ତାହାଙ୍କ ଚାରିଆଡ଼େ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହିସବୁ ପ୍ରମାଣ କରିପାରିଲେ ନାହିଁ।


Swiv nou:

Piblisite


Piblisite