Biblia Todo Logo
Bib sou entènèt

- Piblisite -




ମାଥିଉ 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କଅଣ ଏହା ଜାଣନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ବିଘ୍ନ ପାଇଅଛନ୍ତି, ଆପଣ କଅଣ ଏହା ଜାଣନ୍ତି?

Gade chapit la Kopi

ଓଡିଆ ବାଇବେଲ

12 ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କ'ଣ ଏହା ଜାଣନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି କହିଲେ, “ଆପଣଙ୍କ କଥା ଶୁଣଇ ଫାରୁଶୀମାନେ ବିରକ୍ତ ହୋଇଛନ୍ତି, ଏହା କ’ଣ ଆପଣ ଜାଣନ୍ତି ନାହିଁ?”

Gade chapit la Kopi

ପବିତ୍ର ବାଇବଲ

12 ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଏସବୁ କରିବା ଫଳରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?”

Gade chapit la Kopi




ମାଥିଉ 15:12
9 Referans Kwoze  

କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।


କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।


ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,


କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”


ଆଉ, ଯେ କେହି ମୋʼ ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।”


ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ।”


କିନ୍ତୁ ଯୀଶୁ ଉତ୍ତର ଦେଲେ, “ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାନ୍ତି, ସେ ସବୁ ଉତ୍ପାଟିତ ହେବ।


Swiv nou:

Piblisite


Piblisite