Biblia Todo Logo
Bib sou entènèt

- Piblisite -




ମାଥିଉ 15:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯୀଶୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଅବୋଧ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯୀଶୁ କହିଲେ, ତୁମ୍ଭେମାନେ ମଧ୍ୟ କଅଣ ଏପର୍ଯ୍ୟନ୍ତ ଅବୋଧ?

Gade chapit la Kopi

ଓଡିଆ ବାଇବେଲ

16 ଯୀଶୁ କହିଲେ, ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଅବୋଧ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଯୀଶୁ କହିଲେ, “ଆଜି ପର୍ଯ୍ୟନ୍ତ ଅନ୍ୟମାନଙ୍କଠାରୁ ତୁମର ବୁଝିବା ଶକ୍ତି କିଛି ଅଧିକ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 ଯୀଶୁ କହିଲେ, “ଏବେ ବି କ’ଣ ତୁମ୍ଭ ବୁଝିବାରେ ଅସୁବିଧା ଅଛି?

Gade chapit la Kopi




ମାଥିଉ 15:16
15 Referans Kwoze  

ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ,


କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।


ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,


କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।


ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ, “ଶୁଣ ଓ ବୁଝ;


କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।


ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;


କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।


କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।


ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।”


“ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ” ସେମାନେ ତାହାଙ୍କୁ କହିଲେ ହଁ।


ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇ ଦିଅନ୍ତୁ।


“ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ଶୌଚ ଦ୍ୱାରା ନିକ୍ଷିପ୍ତ ହୁଏ, ଏହା କଅଣ ବୁଝୁ ନାହଁ?


Swiv nou:

Piblisite


Piblisite