Biblia Todo Logo
Bib sou entènèt

- Piblisite -




ମାଥିଉ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ବରଙ୍କ ଆଜ୍ଞା ଅମାନ୍ୟ କର?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ଵରଙ୍କ ଆଜ୍ଞା ଲଙ୍ଘନ କର?

Gade chapit la Kopi

ଓଡିଆ ବାଇବେଲ

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ୱରଙ୍କ ଆଜ୍ଞା ଅମାନ୍ୟ କର ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ଉତ୍ତର ସେଲେ, “ତୁମ୍ଭମାନେ କାହିଁକି ଈଶ୍ୱରଙ୍କ ଆଜ୍ଞା ଲଘଂନ କରି ନିଜ ଶିକ୍ଷା ଅନୁସାରେ କାର୍ଯ୍ୟ କରୁଛ?

Gade chapit la Kopi

ପବିତ୍ର ବାଇବଲ

3 ଯୀଶୁ କହିଲେ, “ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ୱରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛ?

Gade chapit la Kopi




ମାଥିଉ 15:3
8 Referans Kwoze  

ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛା-ଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ୱାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ।


ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।”


ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।


ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ।


ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’


Swiv nou:

Piblisite


Piblisite