Biblia Todo Logo
Bib sou entènèt

- Piblisite -




ମାଥିଉ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।

Gade chapit la Kopi

ଓଡିଆ ବାଇବେଲ

8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ‘ଈଶ୍ୱର କହୁଛନ୍ତି, ଏହି ଲୋକମାନେ କେବଳ କଥାରେ ମୋତେ ସମ୍ମାନ ଦିଅନ୍ତି, କିନ୍ତୁ ସେମାନଙ୍କ ହୃଦୟ ମୋ’ଠାରୁ ବହୁତ ଦୂରରେ।

Gade chapit la Kopi

ପବିତ୍ର ବାଇବଲ

8 ଏମାନେ କେବଳ ମୁଖରେ ମୋର ଆଦର କରନ୍ତି, କିନ୍ତୁ ସେମାନଙ୍କ ମନକଥା ମୋ'ଠାରୁ ବହୁତ ଦୂରରେ ରହିଥାଏ।

Gade chapit la Kopi




ମାଥିଉ 15:8
11 Referans Kwoze  

ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।


ଯେଣୁ, “ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ, ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;


ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।


ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।


ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”


ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି,


ସେ ସେମାନଙ୍କୁ କହିଲେ, “ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


Swiv nou:

Piblisite


Piblisite