Biblia Todo Logo
Bib sou entènèt

- Piblisite -




ମାଥିଉ 15:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ସେମାନେ ମନୁଷ୍ୟମାନଙ୍କ ନିୟମଗୁଡ଼ିକ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ମୋତେ ସେମାନେ ଆରାଧନା କରିବା ନିରର୍ଥକ, କାରଣ ସେମାନେ ମଣିଷ ରାଢ଼ା ନିୟମକୁ, ମୋର ଆଜ୍ଞା ବୋଲି କହୁଛନ୍ତି’।”

Gade chapit la Kopi

ପବିତ୍ର ବାଇବଲ

9 ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ। ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’”

Gade chapit la Kopi




ମାଥିଉ 15:9
24 Referans Kwoze  

ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।


ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’


କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।


ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।


କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ?


ପୂର୍ବରେ ଦାଉଦ କହିଥିଲେ, “ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।


ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।


ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।


ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;


ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।


ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।


ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।


ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ବର ତାହା ପ୍ରତି ଘଟାଇବେ;


ତୁମ୍ଭେମାନେ କହିଅଛ, ‘ପରମେଶ୍ୱରଙ୍କର ସେବା କରିବାରେ କି ଲାଭ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ?


ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।


ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ, “ଶୁଣ ଓ ବୁଝ;


Swiv nou:

Piblisite


Piblisite