Biblia Todo Logo
Bib sou entènèt

- Piblisite -




ମାଥିଉ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପବିଶ୍ଵାସୀ-ମାନେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସେମାନେ କ’ଣ କହୁଥଲେ ଜାଣିପରେି ଯୀଶୁ ସେମାନଙ୍କୁ କହିଲେ, “ତୁମ ପାଖରେ ରୋଟୀ ନାହି ବୋଲି କାହିଁକି ବ୍ୟସ୍ତ ହେଉଛ? ତୁମ୍ଭମାନର ବିଶ୍ୱାସ କେଡ଼େ ଦୂର୍ବଳ।

Gade chapit la Kopi

ପବିତ୍ର ବାଇବଲ

8 ସେମାନେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, “ତୁମ୍ଭେ ରୋଟୀ ନ ଥିବା କଥା କାହିଁକି ତୁମ୍ଭଭିତରେ କୁହାକୁହି ହେଉଛ? ତୁମ୍ଭର ବିଶ୍ୱାସ ଅଳ୍ପ।

Gade chapit la Kopi




ମାଥିଉ 16:8
9 Referans Kwoze  

କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?


ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”


ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।


ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।


ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।


ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି।


Swiv nou:

Piblisite


Piblisite