Biblia Todo Logo
Bib sou entènèt

- Piblisite -




ମାଥିଉ 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୋଟୀ, ଆଉ କେତେ ଟୋକାଇ ଉଠାଇଲ,

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକାଇ ଉଠାଇଲ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଏ ପର୍ଯ୍ୟନ୍ତ କ’ଣ ବୁଝିପାରି ନାହିଁ? ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ପାଞ୍ଚୋଟି ରୋଟୀ ବାଣ୍ଟିଥିବା କଥା କ’ଣ ତୁମର ମନେ ନାହିଁ? ସେତେବେଳେ କେତୋଟି ଟୋକେଇ ପୂର୍ଣ୍ଣ କରିଥିଲେ?

Gade chapit la Kopi

ପବିତ୍ର ବାଇବଲ

9 ଏବେ ସୁଦ୍ଧା ତୁମ୍ଭେ କ’ଣ ବୁଝି ପାରୁନ? ପାଞ୍ଚୋଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନେକ ଟୋକେଇରେ ଭର୍ତ୍ତି କରିଥିଲ।

Gade chapit la Kopi




ମାଥିଉ 16:9
9 Referans Kwoze  

ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ,


ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କଅଣ ତୁମ୍ଭମାନଙ୍କର ମନେ ନାହିଁ?


Swiv nou:

Piblisite


Piblisite