Biblia Todo Logo
Bib sou entènèt

- Piblisite -




ମାଥିଉ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ୍ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।

Gade chapit la Kopi

ଓଡିଆ ବାଇବେଲ

1 ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ଏହାର ଛଅ ଦିନ ପରେ ପିତର ଓ ଯାକୁବ, ଯୋହନ ଦୁଇ ଭାଇଙ୍କୁ ନେଇ ଗୋଟିଏ ଉଚ୍ଚ ପାହାଡ଼ ଉପରକୁ ଗଲେ। ସେଠାରେ ଅନ୍ୟ କେହି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ ସେମାନେ ସମସ୍ତେ ଥିଲେ।

Gade chapit la Kopi




ମାଥିଉ 17:1
10 Referans Kwoze  

ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ।


ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ।


ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।


ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”


ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ।


ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।


ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,


କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।


Swiv nou:

Piblisite


Piblisite