Biblia Todo Logo
Bib sou entènèt

- Piblisite -




ମାଥିଉ 17:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ।

Gade chapit la Kopi

ଓଡିଆ ବାଇବେଲ

6 ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଶିଷ୍ୟମାନେ ସେହି ସ୍ୱର ଶୁଣି ଏଡ଼େଆତଙ୍କିତ ହେଲେ ଯେ ସେମାନେ ଭୂମିରେ ମୁହଁମାଡ଼ି ପଡ଼ିଗଲେ।

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁଙ୍କ ଶିଷ୍ୟମାନେ ଏ କଥା ଶୁଣି ଅଧିକ ଭୟଭୀତ ହୋଇ ପଡ଼ିଲେ। ସେମାନେ ଭୂଇଁ ଉପରେ ପଡ଼ିଗଲେ।

Gade chapit la Kopi




ମାଥିଉ 17:6
14 Referans Kwoze  

ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।


ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋ ପ୍ରତି ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର।”


ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?”


ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।”


ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।


ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।


ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।


ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”


ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ୱଗମନ କଲେ। ସେସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁ ମାଡ଼ି ପଡ଼ିଲେ।


ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”


ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୟ କର ନାହିଁ।”


Swiv nou:

Piblisite


Piblisite