Biblia Todo Logo
Bib sou entènèt

- Piblisite -




ମାଥିଉ 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୟ କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୟ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୟ କର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯୀଶୁ ସେମାନଙ୍କ ନିକଟକୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୟ କରନାହଁ।”

Gade chapit la Kopi

ପବିତ୍ର ବାଇବଲ

7 ଯୀଶୁ ଶିଷ୍ୟମାନଙ୍କ ପାଖକୁ ଆସି ସେମାନଙ୍କୁ ଛୁଇଁଦେଲେ। ଯୀଶୁ କହିଲେ, “ଠିଆ ହୁଅ। ଭୟ କର ନାହିଁ।”

Gade chapit la Kopi




ମାଥିଉ 17:7
10 Referans Kwoze  

ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ।


କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।”


ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା।


“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”


ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ?


ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।


ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ।


ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।


Swiv nou:

Piblisite


Piblisite