Biblia Todo Logo
Bib sou entènèt

- Piblisite -




ମାଥିଉ 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତେଣୁ ସେମାନେ ଉପରକୁ ଚାହିଁ ଯୀଶୁଙ୍କ ଛଡ଼ା ସେଠାରେ ଆଉ କାହାକୁ ଦେଖିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ଶିଷ୍ୟମାନେ ଉପରକୁ ଗ୍ଭହିଁଲେ, ସେମାନେ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।

Gade chapit la Kopi




ମାଥିଉ 17:8
5 Referans Kwoze  

ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ।


ପୁଣି, ହଠାତ୍‍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।


ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୟ କର ନାହିଁ।”


ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ।”


Swiv nou:

Piblisite


Piblisite