ମାଥିଉ 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ? Gade chapit laପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ତେବେ ସ୍ଵର୍ଗରାଜ୍ୟରେ କିଏ ଶ୍ରେଷ୍ଠ? Gade chapit laଓଡିଆ ବାଇବେଲ1 ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ ? Gade chapit laପବିତ୍ର ବାଇବଲ (CL) NT (BSI)1 ଦିନେ ଶିଷ୍ୟମାନେ ଯୀଶୁଙ୍କୁ ପଚାରିଲେ, “ସ୍ୱର୍ଗରାଜ୍ୟରେ ସବୁଠାରୁ ବଡ଼ କିଏ?” Gade chapit laପବିତ୍ର ବାଇବଲ1 ସେହି ସମୟରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, “ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ କିଏ?” Gade chapit la |