Biblia Todo Logo
Bib sou entènèt

- Piblisite -




ମାଥିଉ 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇ କହିଲେ,

Gade chapit la Kopi

ଓଡିଆ ବାଇବେଲ

2 ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଯୀଶୁ ଗୋଟୀଏ ଶିଶୁକୁ ସେମାନଙ୍କ ଆଗରେ ଠିଆ କରାଇ କହିଲେ,

Gade chapit la Kopi

ପବିତ୍ର ବାଇବଲ

2 ଯୀଶୁ ଗୋଟିଏ ଛୋଟ ପିଲାକୁ ପାଖକୁ ଡାକିଲେ। ସେ ପିଲାକୁ ଶିଷ୍ୟମାନଙ୍କ ଆଗରେ ଠିଆ କରାଇଲେ।

Gade chapit la Kopi




ମାଥିଉ 18:2
6 Referans Kwoze  

ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।


ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।


ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ?


“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


Swiv nou:

Piblisite


Piblisite