Biblia Todo Logo
Bib sou entènèt

- Piblisite -




ମାଥିଉ 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅତଏବ, ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ଵର୍ଗରାଜ୍ୟରେ ଶ୍ରେଷ୍ଠ।

Gade chapit la Kopi

ଓଡିଆ ବାଇବେଲ

4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯେ ନିଜକୁ ନମ୍ର କରି ଏହି ଶିଶୁ ପରି ହେବ, ସେ ସ୍ୱର୍ଗରାଜ୍ୟରେ ସବୁଠାରୁ ବଡ଼,

Gade chapit la Kopi

ପବିତ୍ର ବାଇବଲ

4 ଯେଉଁ ଲୋକ ନିଜକୁ ଗୋଟିଏ ଛୋଟ ପିଲା ଭଳି ନମ୍ର କରିଥାଏ, ସେହି ଲୋକ ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ।

Gade chapit la Kopi




ମାଥିଉ 18:4
13 Referans Kwoze  

ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।


କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,


“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ?


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;


କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ।


Swiv nou:

Piblisite


Piblisite