Biblia Todo Logo
Bib sou entènèt

- Piblisite -




ମାଥିଉ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

10 ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ସ୍ୱାମୀ ସ୍ତ୍ରୀ ମଧ୍ୟରେ ଯଦି ଏପରି ସମ୍ପର୍କ ରହିବା କଥା, ତେବେ ବିବାହ ନ କରିବା ଶ୍ରେୟସ୍କର।”

Gade chapit la Kopi

ପବିତ୍ର ବାଇବଲ

10 ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଯଦି ଜଣେ ପୁରୁଷ କେବଳ ଗୋଟିଏ ମାତ୍ର କାରଣ ପାଇଁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପାରିବ, ତେବେ ବିବାହ ନ କରିବା ବରଂ ଭଲ।”

Gade chapit la Kopi




ମାଥିଉ 19:10
15 Referans Kwoze  

ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି।


କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ।


କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।


କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।


ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”


“ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।”


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସମସ୍ତେ ଏହି କଥା ଗ୍ରହଣ କରିପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରିପାରନ୍ତି।


Swiv nou:

Piblisite


Piblisite