Biblia Todo Logo
Bib sou entènèt

- Piblisite -




ମାଥିଉ 19:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ବହୁସଂଖ୍ୟାରେ ଲୋକମାନେ ତାକୁ ଅନୁସରଣ କଲେ ଏବଂ ସେ ଅନେକ ରୋଗୀଙ୍କୁ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ

2 ଅନେକ ଲୋକ ତାହାଙ୍କୁ ଅନୁସରଣ କଲେ। ସେଠାରେ ଯୀଶୁ ରୋଗୀ ଲୋକମାନଙ୍କୁ ସୁସ୍ଥ କଲେ।

Gade chapit la Kopi




ମାଥିଉ 19:2
7 Referans Kwoze  

ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ


ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?


Swiv nou:

Piblisite


Piblisite