Biblia Todo Logo
Bib sou entènèt

- Piblisite -




ମାଥିଉ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,

Gade chapit la Kopi

ଓଡିଆ ବାଇବେଲ

4 ସେ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯୀଶୁ ଉତ୍ତର ଦେଲେ, “ଶାସ୍ତ୍ରରେ ପଢ଼ିନାହଁ କି, ଆଦ୍ୟରେ ସୃଷ୍ଟିକର୍ତ୍ତା ମନୁଷ୍ୟକୁ ନର ଓ ନାରୀ ରୂପେ ସୃଷ୍ଟି କରିଥିଲେ?

Gade chapit la Kopi

ପବିତ୍ର ବାଇବଲ

4 ଯୀଶୁ କହିଲେ, “ତୁମ୍ଭେ ନିଶ୍ଚୟ ଶାସ୍ତ୍ରରେ ପଢ଼ିଛ ଯେ, ‘ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?’

Gade chapit la Kopi




ମାଥିଉ 19:4
15 Referans Kwoze  

ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”


ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।


ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।


ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?”


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”


ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?


ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?


ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର?


ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;


ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, “ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?


ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ?


ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ,


ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ରକନ୍ୟା ଜାତ ହେଲେ।


Swiv nou:

Piblisite


Piblisite