Biblia Todo Logo
Bib sou entènèt

- Piblisite -




ମାଥିଉ 19:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକି ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?

Gade chapit la Kopi

ଓଡିଆ ବାଇବେଲ

7 ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଫାରୁଶୀମାନେ ପୁଣି ପଚାରିଲେ, “ତାହାହେଲେ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପରିତ୍ୟାଗ କରିବା ପାଇଁ ମୋଶା କାହିଁକି ବ୍ୟବସ୍ଥା କରିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

7 ଫାରୂଶୀମାନେ ପଗ୍ଭରିଲେ, “ତେବେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି ମୋଶା କାହିଁକି ଆଦେଶ ଦେଇଛନ୍ତି?”

Gade chapit la Kopi




ମାଥିଉ 19:7
9 Referans Kwoze  

ଆହୁରି ଉକ୍ତ ଅଛି, ‘ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ।’


ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି।


“କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।”


ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।


ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


“ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”


ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”


Swiv nou:

Piblisite


Piblisite