ମାଥିଉ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।” Gade chapit laପବିତ୍ର ବାଇବଲ (Re-edited) - (BSI)8 ସେ ସେମାନଙ୍କୁ କହିଲେ, କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀକି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା। Gade chapit laଓଡିଆ ବାଇବେଲ8 ଯୀଶୁ ସେମାନଙ୍କୁ କହିଲେ, କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)8 ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଲାଗି ମୋଶା ସେପରି କରିଥିଲେ। କିନ୍ତୁ ଆଦ୍ୟ ସୃଷ୍ଟି ସମୟରେ ଏଭଳି ବ୍ୟବସ୍ଥା ନ ଥିଲା। Gade chapit laପବିତ୍ର ବାଇବଲ8 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମୋଶା ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେବାକୁ ଅନୁମତି ଦେଇଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦେବା ପାଇଁ ଅନୁମତି ଦିଆଯାଇ ନ ଥିଲା। Gade chapit la |