Biblia Todo Logo
Bib sou entènèt

- Piblisite -




ମାଥିଉ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ମିସରକୁ ପଳାଇଗଲେ,

Gade chapit la Kopi

ଓଡିଆ ବାଇବେଲ

14 ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯୋସେଫ ସଙ୍ଗେ ସଙ୍ଗେ ଉଠି ଶିଶୁ ଓ ତାଙ୍କ ମାତାଙ୍କୁ ନେଇ ରାତାରାତି ମିସର ଅଭିମୁଖେ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ଯୋଷେଫ ଉଠିଲେ, ସେ ଶିଶୁ ଓ ତା’ ମାଙ୍କୁ ଧରି ମିଶର ଦେଶକୁ ଯିବା ପାଇଁ ରାତିରେ ବାହାରି ପଡ଼ିଲେ।

Gade chapit la Kopi




ମାଥିଉ 2:14
6 Referans Kwoze  

ଏହି କାରଣରୁ କେତେକ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ।


ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;


ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”


ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।”


ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା।


Swiv nou:

Piblisite


Piblisite