Biblia Todo Logo
Bib sou entènèt

- Piblisite -




ମାଥିଉ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ସ୍ଥଗିତ ହେଲା।

Gade chapit la Kopi

ଓଡିଆ ବାଇବେଲ

9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9-10 ଜ୍ୟୋତିର୍ବିଦମାନେ ସେ ସ୍ଥାନ ଛାଡ଼ି ପୁଣି ଥରେ ସେମାନଙ୍କ ଗନ୍ତବ୍ୟ ପଥରେ ଗଲାବେଳେ, ପୂର୍ବାକାଶରେ ଦେଖିଥିବା ସେହି ନକ୍ଷତ୍ର ପୁନର୍ବାର ଦେଖାଗଲା। ତାକୁ ଦେଖି ସେମାନଙ୍କର କି ଆନନ୍ଦ! କେତେ ଉଲ୍ଲସିତ ହୋଇ ଉଠିଲେ ସେମାନେ! ସେମାନଙ୍କ ଆଗେ ଆଗେ ଗତି କରି ତାରାଟି ଶିଶୁ ଥିବା ଗୃହ ଉପରେ ଠିକ୍ ଅଟକି ଗଲା।

Gade chapit la Kopi

ପବିତ୍ର ବାଇବଲ

9 ପଣ୍ଡିତମାନେ ରାଜାଙ୍କ କଥା ଶୁଣି ‌ଗ୍ଭଲିଗଲେ। ଯେଉଁ ତାରାଟି ସେମାନେ ଆଗରୁ ପୂର୍ବ ଦେଶରେ ଦେଖିଥିଲେ, ପୁଣି ଥରେ ତାକୁ ଦେଖିଲେ। ସେହି ତାରାଟି ତାହାଙ୍କ ଆଗେ ଆଗେ ଗ୍ଭଲିଲା ଏବଂ ଯେଉଁଠାରେ ପିଲାଟି ଥିଲା, ସେହି ସ୍ଥାନ ଉପରେ ସ୍ଥିର ହୋଇ ରହିଗଲା।

Gade chapit la Kopi




ମାଥିଉ 2:9
7 Referans Kwoze  

“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”


ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।


ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”


ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ,


Swiv nou:

Piblisite


Piblisite