Biblia Todo Logo
Bib sou entènèt

- Piblisite -




ମାଥିଉ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି ଯାହା ନ୍ୟାଯ୍ୟ, ତାହା ତୁମ୍ଭମାନଙ୍କୁ ଦେବି; ଆଉ, ସେମାନେ ଗଲେ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଠିକ୍, ତାହା ତୁମ୍ଭମାନଙ୍କୁ ଦେବି; ଆଉ ସେମାନେ ଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନଙ୍କୁ ସେ କହିଲା, ‘ତୁମେ ମଧ୍ୟ ମୋ’ ଦ୍ରାକ୍ଷା କ୍ଷେତକୁ ଯାଇ କାମ କର, ତୁମ୍ଭମାନଙ୍କୁ ଉପଯୁକ୍ତ ମଜୁରୀ ଦେବି।’

Gade chapit la Kopi

ପବିତ୍ର ବାଇବଲ

4 ତେଣୁ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ଯଦି ଯାଇ ମୋ’ ଦ୍ରାକ୍ଷାବଗିଗ୍ଭରେ କାମ କରିବ, ତେବେ ତୁମ୍ଭର ଯାହା ଉଚିତ୍ ପ୍ରାପ୍ୟ ହେବ, ମୁଁ ତୁମ୍ଭକୁ ତାହା ଦେବି।’

Gade chapit la Kopi




ମାଥିଉ 20:4
12 Referans Kwoze  

ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।


ଏହି କଥା ବିଶ୍ୱାସ୍ୟ, ଆଉ ଯେପରି ଈଶ୍ବରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।


ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।


ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।


ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।


ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,


ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।


Swiv nou:

Piblisite


Piblisite