Biblia Todo Logo
Bib sou entènèt

- Piblisite -




ମାଥିଉ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,

Gade chapit la Kopi

ଓଡିଆ ବାଇବେଲ

4 ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଏହି ଘଟଣା ଦ୍ୱାରା ଭାବବାଦୀଙ୍କ ନିମ୍ନଲିଖିତ ବାଣୀ ସଫଳ ହେଲା -

Gade chapit la Kopi

ପବିତ୍ର ବାଇବଲ

4 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯାହା କହିଥିଲେ, ତାହା ସଫଳ ହେବା ପାଇଁ ଏସବୁ ଘଟିଲା। ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା କହିଥିଲେ:

Gade chapit la Kopi




ମାଥିଉ 21:4
9 Referans Kwoze  

ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,


ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି।” ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।


ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।”


ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।


ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ।


ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମ ସହରକୁ ଆସୁଅଛନ୍ତି ବୋଲି ଶୁଣି


Swiv nou:

Piblisite


Piblisite