Biblia Todo Logo
Bib sou entènèt

- Piblisite -




ମାଥିଉ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ , ଆଉ ସେ ତାହା ଉପରେ ବସିଲେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଗଧ ଓ ତା’ ଛୁଆଟିକୁ ନେଇ ଆସି ସେମାନଙ୍କ ଉପରେ ନିଜ ନିଜର ଉତ୍ତରୀୟ ବସ୍ତ୍ର ପକାଇଲେ ଏବଂ ଯୀଶୁ ତା’ ଉପରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ

7 ସେମାନେ ମାଈ ଗଧ ଓ ଗଧଛୁଆକୁ ନେଇ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସେହି ଲୁଗା ଉପରେ ବସିଲେ।

Gade chapit la Kopi




ମାଥିଉ 21:7
6 Referans Kwoze  

ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”


“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।


ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ,


ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ।


Swiv nou:

Piblisite


Piblisite