Biblia Todo Logo
Bib sou entènèt

- Piblisite -




ମାଥିଉ 22:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୁଣି ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୁନର୍ବାର ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କୁ ଉତ୍ତର ଦେଲେ,

Gade chapit la Kopi

ଓଡିଆ ବାଇବେଲ

1 ପୁଣି, ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ପୁନର୍ବାର ଦୃଷ୍ଟାନ୍ତ ଛଳରେ ଲୋକମାନଙ୍କୁ ଶିକ୍ଷା ଦେଲେ,

Gade chapit la Kopi

ପବିତ୍ର ବାଇବଲ

1 ଲୋକମାନଙ୍କୁ ଅନ୍ୟ କିଛି କଥା କହିବା ପାଇଁ ଯୀଶୁ ଦୃଷ୍ଟାନ୍ତଗୁଡ଼ିକର ପ୍ରୟୋଗ କଲେ।

Gade chapit la Kopi




ମାଥିଉ 22:1
9 Referans Kwoze  

କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;


ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’”


“ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,


Swiv nou:

Piblisite


Piblisite