Biblia Todo Logo
Bib sou entènèt

- Piblisite -




ମାଥିଉ 22:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଅବଶିଷ୍ଟ ଲୋକେ ତାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର କଲେ ଓ ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଆଉ କେତେ ଜଣ ରାଜାଙ୍କର ଚାକରମାନଙ୍କୁ ଧରି ବାଡ଼େଇ ବାଡ଼େଇ ମାରିଦେଲେ।

Gade chapit la Kopi

ପବିତ୍ର ବାଇବଲ

6 ଆଉ କେତେକ ଲୋକ ଗ୍ଭକରମାନଙ୍କୁ ଧରି ନେଇ ପିଟାପିଟି କଲେ ଓ ସେମାନଙ୍କୁ ମାରିଦେଲେ।

Gade chapit la Kopi




ମାଥିଉ 22:6
16 Referans Kwoze  

ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।


କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ,


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।


କାରଣ ସେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,


ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।


Swiv nou:

Piblisite


Piblisite