Biblia Todo Logo
Bib sou entènèt

- Piblisite -




ମାଥିଉ 22:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।

Gade chapit la Kopi

ଓଡିଆ ବାଇବେଲ

8 ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତା’ପରେ ରାଜା ଚାକରମାନଙ୍କୁ ଡ଼ାକି କହିଲେ, ‘ବିବାହ ଭୋଜି ପ୍ରସ୍ତୁତ, କିନ୍ତୁ ମୁଁ ନିମନ୍ତ୍ରଣ କରିଥିବା ଲୋକମାନେ ଏହାର ଅଯୋଗ୍ୟ।’

Gade chapit la Kopi

ପବିତ୍ର ବାଇବଲ

8 “ତା'ପରେ ରାଜା ଗ୍ଭକରମାନଙ୍କୁ କହିଲେ, ‘ବିବାହ ଭୋଜି ପ୍ରସ୍ତୁତ ହୋଇ ସାରିଛି, ଯେଉଁମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା, ସେମାନେ ଅଯୋଗ୍ୟ ଥିଲେ।

Gade chapit la Kopi




ମାଥିଉ 22:8
11 Referans Kwoze  

ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।


ଈଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”


କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;


ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।


ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର।


Swiv nou:

Piblisite


Piblisite