Biblia Todo Logo
Bib sou entènèt

- Piblisite -




ମାଥିଉ 23:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ତୁମ୍ଭେମାନେ ନେତା ବୋଲି ସମ୍ଵୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ।

Gade chapit la Kopi

ଓଡିଆ ବାଇବେଲ

10 ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ତୁମକୁ ପ୍ରଭୁ ବୋଲି ମଧ୍ୟ କେହି ନ ଡ଼ାକନ୍ତୁ, କାରଣ ଏକମାତ୍ର ପ୍ରଭୁ ହେଉଛନ୍ତି ମସୀହ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେ ନିଜକୁ ‘ମାଲିକ’ ବୋଲି କହିବ ନାହିଁ। କାରଣ ତୁମ୍ଭର କେବଳ ଜଣେ ମାତ୍ର ମାଲିକ, ସେ ହେଉଛନ୍ତି ଯୀଶୁ।

Gade chapit la Kopi




ମାଥିଉ 23:10
5 Referans Kwoze  

କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।


ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ।


ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।”


ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ;


Swiv nou:

Piblisite


Piblisite