Biblia Todo Logo
Bib sou entènèt

- Piblisite -




ମାଥିଉ 23:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଭୋଜିରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,

Gade chapit la Kopi

ଓଡିଆ ବାଇବେଲ

6 ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେମାନେ ଭୋଜିମାନଙ୍କରେ ବିଶିଷ୍ଟ ସ୍ଥାନ ଓ ଉପାସନା ଗୃହମାନଙ୍କରେ ସଂରକ୍ଷିତ ଆସନ ଅଧିକାର କରିବାକୁ ଭଲ ପାଆନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ଭୋଜିମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ପାଇବାକୁ ସେମାନେ ଭଲ ପାଆନ୍ତି।

Gade chapit la Kopi




ମାଥିଉ 23:6
9 Referans Kwoze  

ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ସେଥିରେ ସେ ତାହାଙ୍କୁ ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?” ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।


Swiv nou:

Piblisite


Piblisite